ଆଜିର ଖବର ରାଜଭବନରେ ଶ୍ରୀରାମ କାବ୍ୟପାଠ କବି ସମ୍ମେଳନ ଆୟୋଜିତ ଭୁବନେଶ୍ୱର: ରାମାୟଣ ହେଉଛି ଦିବ୍ୟପ୍ରେମର ସର୍ବଶ୍ରେଷ୍ଠ ଗ୍ରନ୍ଥ। ଏଥିରେ ଅଛି ସଫଳ ଓ ସାର୍ଥକ ଜୀବନ ଜିଇଁବାର ସୂତ୍ର। ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର ସକଳ ଶାଶ୍ୱତ ଗୁଣର…