ଆଞ୍ଚଳିକ ଆଠଗଡ଼ରେ ରୋଟାରୀ କ୍ଲବ ଉଦ୍ଘାଟିତ ଭୁବନେଶ୍ୱର: ଆଠଗଡ଼ ଶ୍ରୀରାମ ମଣ୍ଡପଠାରେ ରୋଟାରୀ କ୍ଲବ ଆଠଗଡ଼ର ଆନୁଷ୍ଠାନିକ ଉଦ୍ଘାଟନ ଉତ୍ସବରେ ଯୋଗଦେଇ ଆନ୍ତର୍ଜାତିକ ରୋଟାରୀ ଜିଲ୍ଲା ୩୨୬୨ର ଜିଲ୍ଲା ଗଭର୍ଣ୍ଣର ଶାନ୍ତନୁ କୁମାର ପାଣି…