ଆଜିର ଖବର ଆଜି ମଧ୍ୟ ପ୍ରଦେଶର ଚିତ୍ରକୂଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶ ଗସ୍ତରେ ଯିବେ। ଅପରାହ୍ଣ ପ୍ରାୟ ୧.୪୫ ମିନିଟରେ ପ୍ରଧାନମନ୍ତ୍ରୀ ସତନା ଜିଲ୍ଲାର ଚିତ୍ରକୂଟରେ ପହଂଚି ଶ୍ରୀ ସଦଗୁରୁ ସେବା…