ଆଜିର ଖବର ରାଜ୍ୟପାଳଙ୍କୁ ସାକ୍ଷାତ କଲେ ଶ୍ରୀହର୍ଷ ମିଶ୍ର ସ୍ମୃତି ବିଧିର ବିଦ୍ୟାଳୟର ଛାତ୍ରଛାତ୍ରୀ ଭୁବନେଶ୍ୱର: ଭିନ୍ନକ୍ଷମମାନଙ୍କଠାରେ ଭରପୁର ପ୍ରତିଭା ରହିଛି। ଏଣୁ ସେମାନଙ୍କଠାରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକାଶ ଓ ପ୍ରକାଶ ପାଇଁ ପ୍ରୋତ୍ସାହନ ଯୋଗାଇବା ଉପରେ ରାଜ୍ୟପାଳ ଡ. ହରି…