ଆଜିର ଖବର ଘୋଷଣା ହେବ ଓଡିଶାର ଶ୍ରେଷ୍ଠ ବିଧାୟକ, ବସିଲା ଚୟନ କମିଟର ପ୍ରଥମ ବୈଠକ ଭୁବନେଶ୍ବର: ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବିଧାନସଭାସ୍ଥିତ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ…