ଆଜିର ଖବର ତୃତୀୟ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ଚମତ୍କାର ପ୍ରଦର୍ଶନ କଲେ ଓଡ଼ିଶା କ୍ରୀଡ଼ାବିତ୍ ଭୁବନେଶ୍ୱର: ଉତ୍ତରପ୍ରଦେଶରେ ଆୟୋଜିତ ତୃତୀୟ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୨୦୨୩ରେ ଓଡ଼ିଶା ରିଲାଏନ୍ସ ଫାଉଣ୍ଡେସନ ଆଥ୍ଲେଟିକ୍ସ ଏଚ୍ପିସିର ସାତ ଜଣ କ୍ରୀଡ଼ାବିତ୍ ଚମତ୍କାର ପ୍ରଦର୍ଶନ କରି…