ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ଅର୍ଥ କମିଶନର: ‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚିତ ଭୁବନେଶ୍ଵର: ଷଷ୍ଠ ରାଜ୍ୟ ଅର୍ଥ କମିଶନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’…