ଆଜିର ଖବର ମା’ଭଗବତୀଙ୍କ ପୀଠରେ ଷଷ୍ଠୀ ଓଷା, ପାର୍ବଣ ପ୍ରସ୍ତୁତି ପାଇଁ ଷଷ୍ଠୀ ବ୍ରତ ଧାରଣ କଲେ ସେବାୟତ ବାଣପୁର (ସୀତାରାମ ଅଗ୍ରୱାଲ): ଉପକୂଳ ଓଡ଼ିଶାର ମହାନ ପର୍ବ ଷଷ୍ଠୀ ଓଷା, ଭାଦ୍ରବ ଶୁକ୍ଳ ଷଷ୍ଠୀ ଦିନ ପୁରପଲ୍ଲୀର ପ୍ରତି ଘରେ ଭାଗ୍ୟର ଦେବୀ ଷଷ୍ଠୀଦେବୀଙ୍କୁ ଛଅତିଅଣ…