ଆଜିର ଖବର ରିଲାଏନ୍ସ ଏବଂ ଡିଜନି ପକ୍ଷରୁ ଷ୍ଟ୍ରାଟେଜିକ୍ ଜଏଣ୍ଟ ଭେଞ୍ଚର (ମିଳିତ ଉଦ୍ୟୋଗ) ଗଠନ ଘୋଷଣା ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼, ଭାୟାକମ୧୮ ମିଡ଼ିଆ ପ୍ରାଇଭେଟ ଲିମିଟେଡ଼ ଏବଂ ୱାଲ୍ଟ ଡିଜନି ପକ୍ଷରୁ ଭାୟାକମ୧୮ ଓ ଷ୍ଟାର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ଼ ର ବ୍ୟବସାୟକୁ…