ଆଜିର ଖବର ଲୋକପ୍ରିୟ ପ୍ରବଚକ ତଥା କୁଳପତି ସଂଜୟ ଶତପଥୀଙ୍କ ପରଲୋକ ଭୁବନେଶ୍ବର: ବିଭିନ୍ନ ଟେଲିଭିଜନରେ ପ୍ରବଚନ ଦେଇ ଘରେ ଘରେ ପରିଚିତ ହୋଇଥିବା ସଂଜୟ ଶତପଥୀଙ୍କ ଆଜି ପରଲୋକ ହୋଇଯାଇଛି। ସେ କ୍ୟାନସରରେ ପିଡିତ ହୋଇ ଚିକିତ୍ସିତ ହେଉଥିଲେ।…