ଆଜିର ଖବର ସମ୍ପୂର୍ଣ୍ଣ ସଂସଦ ଢ଼ାଞ୍ଚାରେ ଚାଲିବ ବିଧାନସଭା ମୌସୁମୀ ଅଧିବେଶନ ଭୁବନେଶ୍ବର: ଆସନ୍ତା ବିଧାନସଭା ମୌସୁମୀ ଅଧିବେଶନ ସମ୍ପୂର୍ଣ୍ଣ ସଂସଦ ଢ଼ାଞ୍ଚାରେ ଚାଲିବ। ସଂସଦ ଭଳି ବିଧାୟକଙ୍କ ସିଟ୍ ସମ୍ପୁଖରେ ମଧ୍ୟ କାଚ ଲଗାଯାଇଛି। ବସିବା ବେଳେ ବିଧାୟକମାନେ…