ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୮୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୧୮୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୧ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୦୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୧୧
ବରଗଡ ଜିଲ୍ଲାରୁ- ୪
ବଲାଙ୍ଗୀରି ଜିଲ୍ଲାରୁ- ୪
କଟକ ଜିଲ୍ଲାରୁ- ୨୬
ଦେବଗଡ ଜିଲ୍ଲାରୁ- ୧
ଗଜପତି ଜିଲ୍ଲାରୁ- ୧
ଜଗତସିଂହପୁର ଜିଲ୍ଲାରୁ- ୭
ଯାଜପୁର ଜିଲ୍ଲାରୁ- ୫
କନ୍ଧମାଳ ଜିଲ୍ଲାରୁ- ୩
କେନ୍ଦ୍ରାପଡା ଜିଲ୍ଲାରୁ- ୧
କେନ୍ଦୁଝର ଜିଲ୍ଲାରୁ- ୨
ଖୋର୍ଦ୍ଧା ଜିଲ୍ଲାରୁ- ୨୪
କୋରାପୁଟ ଜିଲ୍ଲାରୁ- ୫
ମୟୂରଭଞ୍ଜ ଜିଲ୍ଲାରୁ- ୯
ନବରଙ୍ଗପୁର ଜିଲ୍ଲାରୁ- ୩
ନୟାଗଡ ଜିଲ୍ଲାରୁ- ୪
ନୂଆପଡା ଜିଲ୍ଲାରୁ- ୧
ପୁରୀ ଜିଲ୍ଲାରୁ- ୧୫
ରାୟଗଡା ଜିଲ୍ଲାରୁ- ୧
ସମ୍ବଲପୁର ଜିଲ୍ଲାରୁ- ୧୧
ସୋନପୁର ଜିଲ୍ଲାରୁ- ୬
ସୁନ୍ଦରଗଡ ଜିଲ୍ଲାରୁ- ୩୧
ଷ୍ଟେଟ ପୁଲରୁ- ୫
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୩ ହଜାର ୮୮୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୩ ହଜାର ୨୫୬ ଏବଂ ବର୍ତ୍ତମାନ ୧୩୮୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।