ଜାତୀୟ ଖବର ସମସ୍ତ ସଂସ୍କାରର ମୂଳରେ ନାଗରିକ କଲ୍ୟାଣ ରହିବା ଆବଶ୍ୟକ: ସଚିବମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ତାଙ୍କ ବାସଭବନ, ୭ ଲୋକ କଲ୍ୟାଣ ମାର୍ଗରେ ସଚିବମାନଙ୍କର ଏକ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରିଥିଲେ। ବୈଠକରେ ‘ବିକଶିତ ଭାରତ’ ଲକ୍ଷ୍ୟ ହାସଲ ଦିଗରେ…