ଆଜିର ଖବର ବ୍ଲାକ ଫଙ୍ଗସ ବଢୁଥିବା ରାଜ୍ୟମାନଙ୍କୁ ଅତିରିକ୍ତ ଆମ୍ଫୋଟେରିସିନ୍-ବି ଔଷଧ ପଠାଯାଇଛି: ସଦାନନ୍ଦ ଗୌଡା ନୂଆଦିଲ୍ଲୀ, କେନ୍ଦ୍ର ରସାୟନ ଓ ସାରମନ୍ତ୍ରୀ ଡି.ଭି. ସଦାନନ୍ଦ ଗୌଡା ଶନିବାର ଦେଶରେ କ୍ରମବର୍ଦ୍ଧିଷ୍ଣୁ ମ୍ୟୁକୋରମାଏକୋସିସ୍ ବା ବ୍ଲାକ ଫଙ୍ଗସ ରୋଗର ସବିଶେଷ ସମୀକ୍ଷା କରିଛନ୍ତି। ସମୀକ୍ଷା…