ଆଜିର ଖବର ଉତ୍ତରପ୍ରଦେଶର ମଥୁରାରେ ସନ୍ଥ ମୀରାବାଇଙ୍କ ଜନ୍ମୋତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଉତ୍ତରପ୍ରଦେଶର ମଥୁରାଠାରେ ସନ୍ଥ ମୀରାବାଇଙ୍କ ୫୨୫ତମ ଜୟନ୍ତୀ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ସନ୍ଥ ମୀରାବାଇ ଜନ୍ମୋତ୍ସବରେ ଅଂଶଗ୍ରହଣ କରିଛନ୍ତି।…