ଆଜିର ଖବର ବିଜେପିରେ ଯୋଗ ଦେଲେ ବିଜେଡି ନେତ୍ରୀ ସନ୍ଧ୍ୟାବତୀ ପ୍ରଧାନ ଏବଂ ଲିଙ୍କନ ସୁବୁଦ୍ଧି ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିଶନ ଅଧ୍ୟକ୍ଷା ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟା ଶ୍ରୀମତୀ…