ଆଜିର ଖବର ସମ୍ ହୃଦରୋଗ ବିଶେଷଜ୍ଞଙ୍କ ପ୍ରଚେଷ୍ଟା, ସଫଳ ଉପଚାର ଯୋଗୁଁ ନୂଆ ଜୀବନ ପାଇଲା ନବଜାତ ଶିଶୁ ଭୁବନେଶ୍ୱର: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଡାକ୍ତରଙ୍କର ସଫଳ ଉପଚାର ଫଳରେ ନୂଆ ଜୀବନ ପାଇଛି ୪ ଦିନର ଶିଶୁ କନ୍ୟା। ଡେକ୍ସଟ୍ରୋ…