ଜାତୀୟ ଖବର ସମ୍ବଲପୁରର ବସ୍ ମାଲିକ ସଂଘ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଲେ ସମ୍ବର୍ଦ୍ଧନା ସମ୍ବଲପୁର: ସମ୍ବଲପୁର ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି।…