ଆଜିର ଖବର ଅଷ୍ଟ୍ରେଲିଆରେ ପାଠ ପଢ଼ିବେ କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜର ୫ ଛାତ୍ରଛାତ୍ରୀ ଭୁବନେଶ୍ୱର: କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜରୁ ମାଇନିଂ ଇଞ୍ଜିନିୟରିଂରେ ସଫଳତାର ସହ ବିଟେକ୍ ପାସ କରିଥିବା ୫ ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ପଠାଯିବ।…