ଆଜିର ଖବର ବିଶ୍ବବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ ନ ମିଳିବା ପ୍ରସଙ୍ଗ: ବିଜୁ ଛାତ୍ର ଜନତା ଦଳର ଦାବି ପତ୍ର ପ୍ରଦାନ ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟ ଭବାନୀପାଟଣାରେ ପଢୁଥିବା ସ୍ନାତକ ଏବଂ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ବିଶ୍ବବିଦ୍ୟାଳୟ ପ୍ରମାଣପତ୍ର ଅତ୍ୟନ୍ତ ବିଳମ୍ବ ପର୍ଯ୍ୟନ୍ତ ନ ମିଳିବା…