ବିଶେଷ ଖବର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ସମ୍ବଲପୁର ଜିଲ୍ଲା, ୭ ଲକ୍ଷ ଲୋକଙ୍କୁ ମିଳିବ ସୁବିଧା ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୁଚିଣ୍ଡାରେ ସମ୍ବଲପୁର ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।…