ଆଞ୍ଚଳିକ ନାକ୍ଟିଦେଉଳ ସରସ୍ବତୀ ଶିଶୁ ମନ୍ଦିର ର ଷୋଡଶତମ ବାର୍ଷିକ ଉତ୍ସବ ରେଢାଖୋଲ: ନାକ୍ଟିଦେଉଳ ବ୍ଲକ୍ ଜଗନ୍ନାଥ ପ୍ରସାଦ ସରସ୍ବତୀ ଶିଶୁ ମନ୍ଦିର ର ଷୋଡଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ବିରଞ୍ଚିଶଙ୍କର ସାହୁଙ୍କ ସଭାପତିତ୍ବ ଓ…