ଆଜିର ଖବର ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍: ଓଡ଼ିଶା ପୋଲିସ ଦଳକୁ ଶୁଭେଚ୍ଛା ଜଣାଇଲେ ଡିଜିପି ଭୁବନେଶ୍ଵର: ତେଲେଙ୍ଗାନାର ହାଇଦ୍ରାବାଦଠାରେ ଅନୁଷ୍ଠିତ ୭୪ତମ ବି.ଏନ୍. ମଲ୍ଲିକ ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍ ୨୦୨୫-୨୬ରେ ଓଡ଼ିଶା ପୋଲିସର ପୁରୁଷ ଓ ମହିଳା ଫୁଟବଲ ଦଳ ଉଲ୍ଲେଖନୀୟ…