ଆଜିର ଖବର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆ ହାଇକମିଶନର: କ୍ରୀଡା ଭିତ୍ତିଭୂମି ଓ ବାଣିଜ୍ୟ କ୍ଷେତ୍ରରେ ଅଧିକ ସହଯୋଗ ପାଇଁ ସହମତି ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓ ଙ୍କ ସହିତ ଆଲୋଚନା କରି ବିଭିନ୍ନ କ୍ଷେତ୍ରରେ ଅଷ୍ଟ୍ରେଲିଆ…