ସହିଦ୍ ଦେବାଶିଷ ବିଶ୍ବାଳ

ଭୁବନେଶ୍ବର: ଜାମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ଦେବାଶିଷ ବିଶ୍ବାଳଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଷ୍ୟରେ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।…