ଆଜିର ଖବର ଜାପାନରେ ଓଡ଼ିଶାର ଗୌରବ: ଭାରତର ପ୍ରତିନିଧିତ୍ଵ କଲେ ରାଜ୍ୟର ୪ ମେଧାବୀ ଛାତ୍ରଛାତ୍ରୀ ଭୁବନେଶ୍ଵର: ଓଡ଼ିଶାର ବିଦ୍ୟାଳୟ ଶିକ୍ଷା କ୍ଷେତ୍ର ପାଇଁ ଏକ ଗର୍ବର ବିଷୟ ଯେ, ରାଜ୍ୟର ୪ ଜଣ ମେଧାବୀ ଛାତ୍ରଛାତ୍ରୀ ଆନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ତଥା ସମଗ୍ର…