ଆଜିର ଖବର ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଉପରେ ବଡ କାର୍ଯ୍ୟାନୁଷ୍ଠାନ, ସାତ କୋଟି ମୂଲ୍ୟର ସମ୍ପତ୍ତି ଜବତ କଲା ଇଡି ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସୂଚନାନୁସାରେ, ସୁକେଶ ଚନ୍ଦ୍ରଶେଖର ମାମଲାରେ ୭ କୋଟି ୧୨…