ଜାତୀୟ ଖବର ସାଫ ଚାମ୍ପିଅନସିପ ୨୦୨୩ର ବିଜେତା ଭାରତୀୟ ଫୁଟବଲ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସାଫ ଚାମ୍ପିଅନସିପ ୨୦୨୩ର ବିଜେତା ଭାରତୀୟ ଫୁଟବଲ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ, “ଭାରତ ପୁଣି ଥରେ…