ବିଶେଷ ଖବର ହୃଦୟ ବିଦାରକ ଦୁର୍ଘଟଣାର ପ୍ରଶମନ ଲାଗି ‘ସାମଗ୍ରିକ ସରକାର’ ଆଭିମୁଖ୍ୟ ନେଇ କାର୍ଯ୍ୟ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱ ଭୁବନେଶ୍ଵର: ବାଲେଶ୍ୱର ବାହାନଗାରେ ଦୁଃଖଦ ରେଳ ଦୁର୍ଘଟଣା ଘଟିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ଉଦ୍ଧାର ଓ ସହାୟତା କାର୍ଯ୍ୟର ସମୀକ୍ଷା କରିଛନ୍ତି।…