ଆଜିର ଖବର ଭୁବନେଶ୍ୱରରେ ଜରୁରୀକାଳୀନ ପରିସ୍ଥିତିର କଳା ଅଧ୍ୟାୟର ୫୦ ବର୍ଷ ପୂର୍ତ୍ତିର ଆଲୋଚନାଚକ୍ର ଅନୁଷ୍ଠିତ ଭୁବନେଶ୍ୱର: ଏମର୍ଜେନ୍ସିର ଗୋଟିଏ ମୂଳ କାରଣ ଥିଲା – ଇନ୍ଦିରା ଗାନ୍ଧୀଙ୍କ ପରିବାର ପ୍ରତି ମୋହ। ମୁଁ ଓ ମୋର ପୁତ୍ର ସଞ୍ଜୟ ଗାନ୍ଧୀ ଏବଂ ପରିବାର…