ଜାତୀୟ ଖବର ବନ୍ଦର, ଜଳପଥରେ ୨.୨୫ଲକ୍ଷ କୋଟିର ପୁଞ୍ଜି ବିନିଯୋଗ ସମ୍ଭାବନା,ଭାରତ ସାମୁଦ୍ରିକ ଶିଖର ସମ୍ମିଳନୀରେ କହିଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମୁଦ୍ରିକ ଭାରତ-୨୦୨୧ ଶିଖର ସମ୍ମିଳନୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଅଭିବୃଦ୍ଧି…