ବିଶେଷ ଖବର ସାମ୍ବାଦିକଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି: ‘ଆୟୁଷ୍ମାନ ଭାରତ’ରେ ମିଶିବନି ‘ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା’ ଭୁବନେଶ୍ୱର: ଓଡ଼ିଶାର କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ରାଜ୍ୟ ସରକାର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଓ ସ୍ୱାଗତଯୋଗ୍ୟ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଉଦ୍ଦିଷ୍ଟ…