ବିଶେଷ ଖବର ସାଧାରଣତନ୍ତ୍ର ଦିବସ, ୨୦୨୨ ଉପଲକ୍ଷେ ପୁଲିସ ସାହସିକତା ପଦକ, ସେବା ପଦକ ଘୋଷଣା ଭୁବନେଶ୍ଵର: ସାଧାରଣତନ୍ତ୍ର ଦିବସ-୨୦୨୨ ଅବସରରେ ଦେଶର ୯୩୯ ଜଣ ପୁଲିସ କର୍ମଚାରୀଙ୍କୁ ସାହସିକତା ଓ ସେବା ପଦକରେ ସମ୍ମାନିତ କରାଯିବ। ୧୮୯ଜଣ ପୁଲିସ ଅଧିକାରୀ ଓ କର୍ମଚାରୀ…