ଆଜିର ଖବର ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକ୍ ସାହେବୀ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନିର୍ମାଣ ଓ ଜୀବନ କୌଶଳ ବିକାଶ ଉପରେ ଏକ ସ୍ୱତନ୍ତ୍ର ଶିକ୍ଷାମୂଳକ ଆଲୋଚନାଚକ୍ର…