ସିଆ କପ୍

ନୂଆଦିଲ୍ଲୀ: ଏସିଆ କପ୍‌ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏହି ଟୁର୍ଣ୍ଣାମେଣ୍ଟ ଅଗଷ୍ଟ ୩୦ ତାରିଖରୁ ଆରମ୍ଭ ହେଉଛି। ପ୍ରଥମ ମ୍ୟାଚ୍‌ରେ ପାକିସ୍ତାନ ଏବଂ ନେପାଳର ଦଳ ମୁହାଁମୁହିଁ…