ବିଶେଷ ଖବର ମୁଣ୍ଡଳିଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସ ସମାରୋହକୁ ସମ୍ବୋଧିତ କଲେ ଗୃହ ମନ୍ତ୍ରୀ ଅମିତ ଶାହ ଭୁବନେଶ୍ଵର: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ଓଡ଼ିଶାର ମୁଣ୍ଡଳିରେ ସିଆଇଏସଏଫର ୫୭ତମ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ…