ଆଜିର ଖବର ସୋଆ ପକ୍ଷରୁ ସିବିଏସଇ ଟପ୍ପର ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧନା ଭୁବନେଶ୍ୱର: ସିବିଏସ୍ଇ ଦଶମ ପରୀକ୍ଷାରେ ଶତ ପ୍ରତିଶତ ମାର୍କ ରଖି ଓଡ଼ିଶା ପାଇଁ ସୁନାମ ଅର୍ଜନ କରିଥିବା ୨ ଜଣ କୃତୀ ଛାତ୍ରୀଙ୍କୁ ଶିକ୍ଷା ଓ ଅନୁସନ୍ଧାନ…