ଆଜିର ଖବର ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସମ୍ବନ୍ଧୀୟ କ୍ୟାବିନେଟ୍ କମିଟି ଆଜି ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ୧,୬୭୭ କୋଟି ଟଙ୍କାର ଆନୁମାନିକ ବ୍ୟୟରେ…