ଆଜିର ଖବର ଚଳିତ ବର୍ଷ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସିଲାବସ ୩୦ ପ୍ରତିଶତ କମିବ: ଗଣଶିକ୍ଷା ମନ୍ତ୍ରୀ ଭୁବନେଶ୍ବର: କରୋନା ଯୋଗୁଁ ଚଳିତ ବର୍ଷ ମଧ୍ୟ ଛାତ୍ରଛାତ୍ରୀଙ୍କ ସିଲାବସକୁ ୩୦ ପ୍ରତିଶତ ହ୍ରାସ କରାଯିବ। ନବମ ଏବଂ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ୩୦ ପ୍ରତିଶତ…