ଜାତୀୟ ଖବର ପଶ୍ଚିମ ଏସିଆ ପରିସ୍ଥିତିର ସମୀକ୍ଷା କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସିସିଏସ୍ ବୈଠକ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଲିଥିବା ପଶ୍ଚିମ ଏସିଆ ସଂଘର୍ଷ ପରିପ୍ରେକ୍ଷୀରେ ପରିସ୍ଥିତି ଏବଂ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗ ଦ୍ୱାରା ନିଆଯାଇଥିବା ପଦକ୍ଷେପଗୁଡ଼ିକର ସମୀକ୍ଷା ପାଇଁ…