ଆଜିର ଖବର ପଞ୍ଜାବ ନିର୍ବାଚନ ପୂର୍ବରୁ ବଢିଲା ଚର୍ଚ୍ଚା: ଅମିତ ଶାହଙ୍କୁ ଭେଟିଲେ କଂଗ୍ରେସ ନେତା ସୁଖଜିନ୍ଦର ସିଂହ ରନ୍ଧାୱା ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଏବଂ ସାଂସଦ ସୁଖଜିନ୍ଦର ସିଂହ ରନ୍ଧାୱା ଆଜି ନୂଆଦିଲ୍ଲୀରେ ଅମିତ ଶାହଙ୍କୁ ଭେଟିଛନ୍ତି। ଆଜି ରନ୍ଧାୱା ନୂଆଦିଲ୍ଲୀର କର୍ତ୍ତବ୍ୟ ଭବନରେ ପହଞ୍ଚିଥିଲେ,…