ଆଜିର ଖବର ମିଶନ ଶକ୍ତି ସଚିବ ପଦରୁ ହଟିଲେ ସୁଜାତା କାର୍ତ୍ତିକେୟନ, ଶାଳିନୀ ପଣ୍ଡିତଙ୍କୁ ଅତିରିକ୍ତ ଦାୟିତ୍ବ ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଇଏଏସ ସ୍ତରରେ ଛୋଟ ଅଦବଦଳ କରିଛନ୍ତି। ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ ପରେ ମିଶନଶକ୍ତି ସଚିବ ପଦରୁ ହଟିଛନ୍ତି ସୁଜାତା କାର୍ତ୍ତିକେୟନ। ତାଙ୍କୁ…