ଆଜିର ଖବର ବାଲୁକା କଳାରେ ସରୋଜ ଖାନଙ୍କୁ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କଲେ ପ୍ରଖ୍ୟାତ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ, ଗତକାଲି ପ୍ରତିଷ୍ଠିତ କୋରିଓଗ୍ରାଫର ସରୋଜ ଖାନଙ୍କ ଦେହାନ୍ତ ହୋଇଯାଇଛି। ତାଙ୍କ ପରଲୋକରେ ସାରା ଦେଶର ଚଳଚିତ୍ର ପ୍ରେମୀଙ୍କୁ ଆଘାତ ଦେଇଛି। ସେହିପରି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ…