ବିଶେଷ ଖବର ସୁନା ଅଳଙ୍କାର ପାଇଁ ଦ୍ୱିତୀୟ ପର୍ଯ୍ୟାୟ ବାଧ୍ୟତାମୂଳକ ହଲ୍ମାର୍କିଂ ବିଜ୍ଞପ୍ତି ପ୍ରକାଶ କଲେ କେନ୍ଦ୍ର ସରକାର ନୂଆଦିଲ୍ଲୀ: ଦ୍ୱିତୀୟ ପର୍ଯ୍ୟାୟ ବାଧ୍ୟତାମୂଳକ ହଲମାର୍କିଂ ନିମନ୍ତେ ସୁନା ଅଳଙ୍କାର ଓ ସୁନା କଳାକୃତି (ସଂଶୋଧନ) ଆଦେଶ, ୨୦୨୨ ଜୁନ ପହିଲା, ୨୦୨୨ ଠାରୁ ଲାଗୁ ହେବ।…