ସୁପ୍ରିମକୋର୍ଟଙ୍କ ପରାମର୍ଶ

ନୂଆଦିଲ୍ଲୀ: ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କୁ ଭେଟି ସିଲେକ୍ଟ କମିଟି ବିବାଦରେ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିବାକୁ ରାଜ୍ୟସଭା ସାଂସଦ ରାଘବ ଚଢ଼ାଙ୍କୁ ସୁପ୍ରିମକୋର୍ଟ ପରାମର୍ଶ ଦେଇଛନ୍ତି।…