ଆଜିର ଖବର ଓଡ଼ିଶାର ବ୍ରହ୍ମକୁମାରୀ ଅନୁଷ୍ଠାନର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକଠାରେ ବ୍ରହ୍ମକୁମାରୀଙ୍କ ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ଭାରତରେ ଆଧ୍ୟାତ୍ମିକ ଚେତନାର ପ୍ରସାର…