RajyasabhaElection ଘୋଷଣା ହେଲା ଓଡିଶାର ଗୋଟିଏ ରାଜ୍ୟସଭା ଉପନିର୍ବାଚନ ପାଇଁ ତାରିଖ ଭୁବନେଶ୍ବର: ଓଡିଶାର ଗୋଚିଏ ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ହେବ। ଏ ନେଇ ଆଜି ଭାରତ ନିର୍ବାଚନ କମିଶନରଙ୍କ ତରଫରୁ ଘୋଷଣା କରାଯାଇଛି। ସେହି ଅନୁସାରେ ଜୁନ…