ଜାତୀୟ ଖବର ସୁଭଦ୍ରା ଟଙ୍କା ଦେବା ପାଇଁ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ତାଙ୍କର ପୁରା ଗସ୍ତ କାର୍ଯ୍ୟକ୍ରମ ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ୱର ଆସି ରାଜ୍ୟ ସରକାରଙ୍କର ଜନ କଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ଶୁଭାରମ୍ଭ ସହ ଅନ୍ୟ…