ଆଜିର ଖବର ୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ ବାଲୁଗାଁ: ଖୋର୍ଦ୍ଧା ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ବାଲୁଗାଁ ଅବକାରୀ ନିରୀକ୍ଷକ ଅଜିତ ପାତ୍ରଙ୍କ ତତ୍ୱବଧାନରେ ଗୁରୁବାର ସକାଳେ ବାଣପୁର ଥାନା ଅନ୍ତର୍ଗତ ମୁଦୁଲିଡିହ…