ଆଞ୍ଚଳିକ ଓୟୁଜେ ରେଢାଖୋଲ ୟୁନିଟ୍ ପକ୍ଷରୁ ସାମ୍ବାଦିକ ରୋହିତ ବିଶ୍ୱାଳ ଓ ସୁର ସାମ୍ରାଜ୍ଞୀ ଲତା ଦିଦିଙ୍କୁ ଶ୍ରଦ୍ଧାଞ୍ଜଳି କନ୍ଦର୍ପ ବେହେରା ରେଢାଖୋଲ: ଲତା ଦିଦିଙ୍କ ପରଲୋକରେ ଭାରତୀୟ ସଂଗୀତର ସୁବର୍ଣ୍ଣ ଯୁଗର ଅବସାନ ଘଟିଲା, ସାରା ଦେଶ ଲତା ଦିଦିଙ୍କ ଅବର୍ତ୍ତମାନ କାଳରେ ତାଙ୍କ ସ୍ୱରକୁ…